ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଶୁଭାରମ୍ଭ

Total Views : 18
Zoom In Zoom Out Read Later Print

ଅତିରିକ୍ତ ଜିଲ୍ଲାପାଳ ଶିଶୁ ଶ୍ରମିକ ନିରାକରଣ ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ i

ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଶୁଭାରମ୍ଭ 

ପାରଳାଖେମୁଣ୍ଡି,-  ଗଜପତି  ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥକୁ ଶୁଭାରମ୍ଭ କରାଯାଇଛି । ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ  ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଶୁଭାରମ୍ଭ 

ପାରଳାଖେମୁଣ୍ଡି,-  ଗଜପତି  ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥକୁ ଶୁଭାରମ୍ଭ କରାଯାଇଛି । ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ  ଅତିରିକ୍ତ ଜିଲ୍ଲାପାଳ  ଫାଲଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିଶୁ ଶ୍ରମିକ ନିରାକରଣ ରଥକୁ ପତାକା ଦେଖାଇ ଶୁଭାରମ୍ଭ  କରିଥିଲେ । ଶିଶୁ ଶ୍ରମିକ ନିରାକରଣ ନେଇ  ବିଭିନ୍ନ ଆଇନ୍  ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ବନ୍ଧରେ ଜନସାଧାରଣଙ୍କୁ ସଚେତନତା କରାଯିବା ସହ ଡାକବାଜି ଯନ୍ତ୍ର ଦ୍ୱାରା  ପ୍ରଚାର କରାଯିବ । ହୋଟେଲ , ଠିକାଦାର, ଦୋକାନୀ, କାରଖାନା, ଶିଳ୍ପ, ଭଳି ଯେ କୌଣସି ଘରଇ ମାଲିକ  ଶିଶୁ ଶ୍ରମିକ ମାନଙ୍କୁ କୌଣସି କାର୍ଯ୍ୟରେ ନିୟୋଜିତ ନ କରନ୍ତି ସେ ବିଷୟରେ ଏହି ରଥ ବିଭିନ୍ନ ସ୍ଥାନରେ ପରିକ୍ରମା କରି ଜନସାଧାରଣଙ୍କ ନିକଟରେ ସଚେତନତା  କରାଯିବ। ଶିଶୁ ଶ୍ରମିକ ଉଚ୍ଛେଦ ନୀତିର ଉଲଙ୍ଘନ କଲେ ଦୋଷୀଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ବନ୍ଧରେ ମଧ୍ୟ ଅବଗତ କରାଯାଇଛି । ୧୪ ବର୍ଷରୁ କମ୍ ପିଲାଙ୍କୁ କାମରେ ଲଗାଇବା, ୧୫ ରୁ ୧୮ ବର୍ଷ କିଶୋର ମାନଙ୍କୁ ବିପଦ ସଙ୍କୁଳ ବୃତ୍ତି କାର୍ଯ୍ୟରେ ନିଯୁକ୍ତ କରିବା ଘଟଣା ଦୃଷ୍ଟି ଗୋଚର ହେଲେ ତୁରନ୍ତ ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ କିମ୍ବା ଜିଲ୍ଲାପାଳଙ୍କୁ ଅବଗତ କରି ପାରିବେ କିମ୍ବା ନିଶୁକ୍ଳ ଶ୍ରମିକ ସହାୟତା ହେଲ୍ପ ଲାଇନ୍ ନମ୍ବର ୧୫୫୩୬୮ ଏବଂ ଚାଇଲ୍‌ଡ଼ ଲାଇନ୍ ନମ୍ବର ୧୦୯୮ ସହିତ ଯୋଗାଯୋଗ କରିବା ପାଇଁ କୁହାଯାଇଛି । ବିଭିନ୍ନ ସମୟରେ ପ୍ରଶାସନ ତରଫରୁ ଧରପଗଡ଼ କରାଯାଇ ମଧ୍ୟ ଶିଶୁ ଶ୍ରମିକ ମାନଙ୍କୁ ଉଦ୍ଧାର କରାଯାଇ ସେମାନଙ୍କ ଥଇଥାନ ବ୍ୟବସ୍ଥା ସହ ପାଠପଢ଼ା ଓ ଅନ୍ୟାନ୍ୟ ଦାୟିତ୍ୱ ସରକାରଙ୍କ ତରଫରୁ ବହନ କରାଯାଉଛି ।  ଏହି କାର୍ଯ୍ୟକ୍ରମରେ ବିଭାଗୀୟ ଶ୍ରମ କମିଶନର ବ୍ରହ୍ମପୁର  ବାବୁ ଚରଣ ପାତ୍ର,ଜିଲ୍ଲା ଶ୍ରମ ଅଧିକାରୀ  ଅମିତ ନାୟକ,ଅତିରିକ୍ତ ଶ୍ରମ ଅଧିକାରୀ ମଦନ ମୋହନ ଟୁଡୁ, ମାନସ ରଞ୍ଜନ ସାହୁ, ପ୍ରଯୁକ୍ତା ଶବର, ଜ୍ଯୋତି କିରଣ ଗୌଡ଼, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ  ଓ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।ଶିଶୁ ଶ୍ରମିକ ନିରାକରଣ ନେଇ  ବିଭିନ୍ନ ଆଇନ୍  ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ବନ୍ଧରେ ଜନସାଧାରଣଙ୍କୁ ସଚେତନତା କରାଯିବା ସହ ଡାକବାଜି ଯନ୍ତ୍ର ଦ୍ୱାରା  ପ୍ରଚାର କରାଯିବ । ହୋଟେଲ , ଠିକାଦାର, ଦୋକାନୀ, କାରଖାନା, ଶିଳ୍ପ, ଭଳି ଯେ କୌଣସି ଘରଇ ମାଲିକ  ଶିଶୁ ଶ୍ରମିକ ମାନଙ୍କୁ କୌଣସି କାର୍ଯ୍ୟରେ ନିୟୋଜିତ ନ କରନ୍ତି ସେ ବିଷୟରେ ଏହି ରଥ ବିଭିନ୍ନ ସ୍ଥାନରେ ପରିକ୍ରମା କରି ଜନସାଧାରଣଙ୍କ ନିକଟରେ ସଚେତନତା  କରାଯିବ। ଶିଶୁ ଶ୍ରମିକ ଉଚ୍ଛେଦ ନୀତିର ଉଲଙ୍ଘନ କଲେ ଦୋଷୀଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ବନ୍ଧରେ ମଧ୍ୟ ଅବଗତ କରାଯାଇଛି । ୧୪ ବର୍ଷରୁ କମ୍ ପିଲାଙ୍କୁ କାମରେ ଲଗାଇବା, ୧୫ ରୁ ୧୮ ବର୍ଷ କିଶୋର ମାନଙ୍କୁ ବିପଦ ସଙ୍କୁଳ ବୃତ୍ତି କାର୍ଯ୍ୟରେ ନିଯୁକ୍ତ କରିବା ଘଟଣା ଦୃଷ୍ଟି ଗୋଚର ହେଲେ ତୁରନ୍ତ ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ କିମ୍ବା ଜିଲ୍ଲାପାଳଙ୍କୁ ଅବଗତ କରି ପାରିବେ କିମ୍ବା ନିଶୁକ୍ଳ ଶ୍ରମିକ ସହାୟତା ହେଲ୍ପ ଲାଇନ୍ ନମ୍ବର ୧୫୫୩୬୮ ଏବଂ ଚାଇଲ୍‌ଡ଼ ଲାଇନ୍ ନମ୍ବର ୧୦୯୮ ସହିତ ଯୋଗାଯୋଗ କରିବା ପାଇଁ କୁହାଯାଇଛି । ବିଭିନ୍ନ ସମୟରେ ପ୍ରଶାସନ ତରଫରୁ ଧରପଗଡ଼ କରାଯାଇ ମଧ୍ୟ ଶିଶୁ ଶ୍ରମିକ ମାନଙ୍କୁ ଉଦ୍ଧାର କରାଯାଇ ସେମାନଙ୍କ ଥଇଥାନ ବ୍ୟବସ୍ଥା ସହ ପାଠପଢ଼ା ଓ ଅନ୍ୟାନ୍ୟ ଦାୟିତ୍ୱ ସରକାରଙ୍କ ତରଫରୁ ବହନ କରାଯାଉଛି ।  ଏହି କାର୍ଯ୍ୟକ୍ରମରେ ବିଭାଗୀୟ ଶ୍ରମ କମିଶନର ବ୍ରହ୍ମପୁର  ବାବୁ ଚରଣ ପାତ୍ର,ଜିଲ୍ଲା ଶ୍ରମ ଅଧିକାରୀ  ଅମିତ ନାୟକ,ଅତିରିକ୍ତ ଶ୍ରମ ଅଧିକାରୀ ମଦନ ମୋହନ ଟୁଡୁ, ମାନସ ରଞ୍ଜନ ସାହୁ, ପ୍ରଯୁକ୍ତା ଶବର, ଜ୍ଯୋତି କିରଣ ଗୌଡ଼, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ  ଓ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

See More

Latest Photos